• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Aquarius

କୁମ୍ଭ

Monday 02 Oct 2023

ଧନିଷ୍ଠା - କୌଶଳରେ କାମ ହାସଲ ପାଇଁ ଚେଷ୍ଟାକଲେ ଉପକୃତ ହେବେ । ଭୁଲ୍ ବୁଝାମଣାରୁ ସ୍ତ୍ରୀଙ୍କ ସହ ମତ ପାର୍ଥକ୍ୟ ଦେଖାଦେବା ସାଙ୍ଗକୁ ସାମାନ୍ୟ ଶାରୀରିକ ଅସୁସ୍ଥତା ଅନୁଭବ କରିବେ । ସମସ୍ୟା ଲାଗି ରହିଲେ ମଧ୍ୟ କୌଣସି କାମ ଅଟକି ରହିବ ନାହିଁ।

ଶତଭିଷା - ପ୍ରଶାସନିକ ସ୍ତରରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇପାରିବ । ପ୍ରିୟ ବ୍ୟକ୍ତିଙ୍କ ସହଯୋଗରୁ ମୂଲ୍ୟବାନ୍ ଦ୍ରବ୍ୟ ପାଇପାରନ୍ତି । ଅଫିସିଆଲି କାମ ହାସଲ କରିବା ସକାଶେ ଆଗନ୍ତୁକଟି ଆପଣଙ୍କ ପ୍ରଶଂସାରେ ଶତମୁଖ ହୋଇ ଉଠିବ।

ପୂ, ଭାଦ୍ରପଦ - ପିଲା ମାନଙ୍କ କଳହକୁ କେନ୍ଦ୍ରକରି ପଡ଼ୋଶୀ କ୍ରୋଧ ପ୍ରକାଶ କରିପାରନ୍ତି। କୌଣସି ଗୁରୁତ୍ୱପୂର୍ଣ୍ଣ ଖବର ପାଇ ଦୂରଯାତ୍ରା କରିବାକୁ ପଡ଼ିପାରେ । ବନ୍ଧୁମାନଙ୍କ ନିକଟରୁ ଶୁଣାକଥାକୁ ବିଶ୍ୱାସକରି କୌଣସି କାମ କଲେ ଅସୁବିଧାର ସମ୍ମୁଖୀନ ହୋଇପାରନ୍ତି।

ପ୍ରତିକାର – ଦକ୍ଷିଣ କାଳୀଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :