• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Pisces

ମୀନ

Monday 02 Oct 2023

ପୂ, ଭାଦ୍ରପଦ - ପ୍ରିୟ ବନ୍ଧୁଙ୍କଠାରୁ ସାହାଯ୍ୟ ଓ ପ୍ରେରଣା ପାଇ ଦୁଃସାଧ୍ୟ କାର୍ଯ୍ୟ ସାଧନ କରିବେ। ଘର କଥା ଓ ଆର୍ଥିକ ସମସ୍ୟା ନେଇ ମନରେ ବିଭିନ୍ନ ପ୍ରକାର ଦୁର୍ଭାବନା ସୃଷ୍ଟି ହେବ। କର୍ମକ୍ଷେତ୍ରରେ ସାଧାରଣ କଥାକୁ ବଡ କରି ସହକର୍ମୀମାନେ କଳହର ମାତ୍ରାକୁ ବଢ଼ାଇବେ।

ଉ, ଭାଦ୍ରପଦ - ଆପଣ ଯେତେ ଭଲ କଥା କହିଲେ ମଧ୍ୟ ଅନ୍ୟମାନେ ଭୁଲ୍ ବୁଝିବେ । ବିଭିନ୍ନ ସମସ୍ୟା ନେଇ ମନରେ ସବୁବେଳେ ଟେନ୍‌ସନ ଲାଗି ରହିବ । ପାରିପାର୍ଶ୍ୱିକ ପରିସ୍ଥିତି କେତେକାଂଶରେ ଭଲ ରହିବ ।

ରେବତୀ - ବାହାର ଜାଗାରେ ସତର୍କତାର ସହ କାମ କରିବା ଭଲ ହେବ, ଅନ୍ୟଥା କ୍ଷତିରେ ପଡ଼ିପାରନ୍ତି। ଆକସ୍ମିକ ଆବଶ୍ୟକତା କାରଣରୁ ଖର୍ଚ୍ଚ ପରିମାଣ ଦୁଶ୍ଚିନ୍ତାକୁ ବଢ଼ାଇ ଦେଇପାରେ। ଅନ୍ୟକୁ ଆପଣାର କରିବାରେ ପ୍ରଲୋଭନ ଓ କୌଶଳ ସାହାଯ୍ୟ କରିବ।

ପ୍ରତିକାର – ଅଶ୍ୱତଥ୍ ଗଛକୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :