• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Gemini

ମିଥୁନ

Monday 02 Oct 2023

ମୃଗଶିରା - ଘରେ ଛୋଟିଆ ସମାରୋହର ଅୟୋଜନ କରିପାରନ୍ତି । ପୂର୍ବର ପାରିବାରିକ ମତଭେଦ ଦୂର ହେବ । ବିଦ୍ୟୁତ୍ ବ୍ୟବସାୟୀଙ୍କ ଆମଦାନିରେ ବୃଦ୍ଧି ହେବ ।

ଆଦ୍ରା - ସଠିକ୍ ଚିନ୍ତା ଓ ଧୈର୍ଯ୍ୟ ସାହସ ଦ୍ୱାରା ହୋଇପାରୁ ନଥିବା କାମକୁ କରିପାରିବେ । ମନୋରଞ୍ଜନ କରିବା ପାଇଁ ସମୟ ମିଳିବ । ବିଦ୍ୟା ଅଧ୍ୟୟନ ସମ୍ବନ୍ଧିତ ଶୁଭ ସମାଚାର ପ୍ରାପ୍ତି ହେବ ।

ପୁନର୍ବସୁ - ନୂତନ କାର୍ଯ୍ୟ ଆରମ୍ଭ କଲେ ବିପଦରେ ପଡିପାରନ୍ତି । ସମ୍ପତି ଓ ଯାନବାହାନ କ୍ରୟବିକ୍ରୟ କରିପାରନ୍ତି । ସଞ୍ଚୟ କମ୍ ଓ ଖର୍ଚ୍ଚ ଅଧିକ ହେବ ।

ପ୍ରତିକାର – ନିଜର ଖାଇବାର କିଛି ଅଂଶ ଗାଇକୁ ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :