• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Leo

ସିଂହ

Monday 02 Oct 2023

ମଘା - ପୂର୍ବର ପାରିବାରିକ ମତଭେଦ ଦୂର ହେବ । ଜୀବନସାଥୀ ସହିତ ସମ୍ବନ୍ଧରେ ମଧୁରତା ବଢିବ । ସହଜ ସରଳରେ କର୍ମରେ ନିଯୁକ୍ତି ପାଇବେ ।

ପୂ- ଫାଲ୍‌ଗୁନୀ - ନୂଆ ପ୍ରକଳ୍ପରେ କାମ କରିବାର ସୁଯୋଗ ମିଳିବ । ବିଶେଷ ବନ୍ଧୁର ସ୍ୱାଗତ ସତ୍କାରରେ ବ୍ୟସ୍ତ ରହିବେ । ଦିନଟି ମହତ୍ୱପୂର୍ଣ୍ଣ କାମ ସାରିବାରେ ବିତିବ ।

ଉ- ଫାଲ୍‌ଗୁନୀ - ରାଜନେତାମାନେ ସମାଜିକ କାର୍ଯ୍ୟରେ ବ୍ୟସ୍ତ ରହିବେ । ସଙ୍ଗୀଜ୍ଞମାନେ ଭଲ ପ୍ରଦର୍ଶନ କରିବେ । ଶତ୍ରୁଙ୍କୁ ପରାସ୍ତ କରିବା ଲାଗି ଚେଷ୍ଟା କରିବେ ।

ପ୍ରତିକାର - ଶ୍ରୀ ରାମଙ୍କୁ ପୂଜା କରନ୍ତୁ ।

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :