• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Virgo

କନ୍ୟା

Monday 02 Oct 2023

ଉ- ଫାଲ୍‌ଗୁନୀ - ସାଧାରଣ ଲୋକଙ୍କ ସହ ମିଳାମିଶା କରିବା ଦ୍ୱାରା ସମୟ ଆନନ୍ଦରେ କଟିବ । କୌଣସି ନୂତନ କାମର ଯୋଜନା କରିବେ ଓ ସଫଳତା ମଧ୍ୟ ପାଇବେ । ସହକର୍ମୀଙ୍କ ଘରୋଇ ବ୍ୟାପାରରେ ମୁଣ୍ଡ ପୁରାନ୍ତୁ ନାହିଁ ।

ହସ୍ତା - ଅନ୍ୟମନସ୍କ ରହି ବିଭିନ୍ନ ସମସ୍ୟାକୁ ଡାକି ଆଣି ପାରନ୍ତି । କୌଣସି ହୃଦୟବାନ୍ ବ୍ୟକ୍ତିଙ୍କ ସହାୟତାରରୁ କାର୍ଯ୍ୟ ସିଦ୍ଧି ହେତୁ ମନ ପ୍ରଫୁଲ୍ଲିତ ରହିବ ।

ଚିତ୍ରା - ଗଣମାଧ୍ୟମ କର୍ମ ଚାରୀଙ୍କୁ ଭଲ ଲାଭ ମିଳିବ । ଧର୍ମ ଚର୍ଚ୍ଚା ଦିଗକୁ ମନ ବଳାଇପାରନ୍ତି । ମନୋରଞ୍ଜନ କିମ୍ବା ସଭାସମିତିରେ ସଫଳତା ଅର୍ଜନ କରିବେ ।

ପ୍ରତିକାର - ବୁଧଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :