• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Libra

ତୁଳା

Monday 02 Oct 2023

ଚିତ୍ରା - ଅନ୍ୟଦ୍ୱାରା ପରିଚାଳିତ ହୋଇ ସ୍ଥଗିତ କାମକୁ କରିଚାଲିବେ । ବ୍ୟବସାରେ କଠିନ ପରିଶ୍ରମ କରି ଲାଭ ପାଇବେ । ପରିବାରରେ ସ୍ଥିତି ଅନୁକୁଳ ରହିବ ।

ସ୍ୱାତୀ - ବିଦ୍ୟାର୍ଥୀ ମାନେ କ୍ୟାରିୟର ପ୍ରତି ଚିନ୍ତିତ ହେବେ । ଅଫିସ୍‌ରେ ଫୋନ୍‌ର ଉପଯୋଗ କମ୍ କରନ୍ତୁ । ଚାକିରିରେ ବେତନ ବୃଦ୍ଧିର ଯୋଗ ଅଛି ।

ବିଶାଖା - ଜମିଜମା କ୍ଷେତ୍ରରେ କେତେକ ପ୍ରତିବନ୍ଧକ ଦେଖାଦେଇପାରେ । ଧର୍ମ କାର୍ଯ୍ୟରେ ଅଂଶ ଗ୍ରହଣ କରିବେ । ଆବଶ୍ୟକତା ଠାରୁ ଅଧିକ ଖର୍ଚ୍ଚ ଉପରେ ନିୟନ୍ତ୍ରଣ ରଖନ୍ତୁ ।

ପ୍ରତିକାର – ଶ୍ରୀ ଭାର୍ଗବୀଙ୍କ ଆରଧନା କରନ୍ତୁ ।

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :