• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Scorpio

ବିଛା

Monday 02 Oct 2023

ବିଶାଖା - ସ୍ୱାସ୍ଥ୍ୟ ବହୁତ ଭଲ ରହିବ । ଦାମ୍ପତ୍ୟ ଜୀବନରେ ତାଳମେଳ ବଢିବ । ଆର୍ଥିକ ସ୍ଥିତି ପୂର୍ବ ଅପେକ୍ଷା ଭଲ ହେବ । ପାରିବାରିକ ସମସ୍ୟାର ସରଳ ସମାଧାନ କରି ମନକୁ ହାଲୁକା କରିବେ ।

ଅନୁରାଧା – ଅଫିସ୍‌ରେ ବରିଷ୍ଠ ଅଧିକାରୀ ଆପଣଙ୍କ ପ୍ରଶଂସା କରିବେ । କାହାଠାରୁ ନେଇଥିବା ଧାର ଅର୍ଥ ଫେରସ୍ତ କରିବେ । କୌଣସି କାମରେ ବିରୋଧି ପରାମର୍ଶ ମାଗିବେ।

ଜ୍ୟୋଷ୍ଠା - ନିକଟ ସମ୍ପର୍କୀୟ ମାନଙ୍କ କଳହରେ ଲିପ୍ତ ରହିପାରନ୍ତି । ଶିଳ୍ପ, ବାଣିଜ୍ୟ, ବ୍ୟବସାୟ ଓ ପରିବହନରେ ପ୍ରତିବନ୍ଧକ ଲାଗିରହିବ । ଯାତ୍ରା ସମୟରେ ଯାନ୍ତ୍ରିକ ତ୍ରୁଟି ସମସ୍ୟାକୁ ଦ୍ୱିଗୁଣିତ କରିପାରେ ।

ପ୍ରତିକାର – ମା ମଙ୍ଗଳାଙ୍କର ମନ୍ତ୍ର ପାଠ କରନ୍ତୁ ।

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :