• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Sagittarius

ଧନୁ

Monday 02 Oct 2023

ମୂଳା - ପରିବାରରେ ଘଟିଯାଇଥିବା କେତେକ ଅତୀତ ଘଟଣାକୁ ସ୍ମରଣ କରି ଅନୁତାପ କରିବେ । ଗତକାଲିର ଯୋଜନା ମୁତାବକ କାର୍ଯ୍ୟରେ ସଫଳତା ପାଇବେ । ସ୍ୱାସ୍ଥ୍ୟ ପ୍ରତି ଅବହେଳା ନ କରି ସାବଧାନତା ଅବଲମ୍ବନ କରନ୍ତୁ ।

ପୂ, ଷାଢା - ରାଜନୈତିକ ପୃଷ୍ଠପୋଷକତାରୁ ଶତ୍ରୁ ଉପଦ୍ରବ ସମ୍ପୂର୍ଣ୍ଣ ଭାବେ କମିଯାଇପାରେ । ଆନୁଷ୍ଠାନିକ କ୍ଷେତ୍ରରେ ପ୍ରଶଂସିତ ହେବେ । ବାଣିଜ୍ୟ, ବ୍ୟବସାୟରେ ମଧ୍ୟ ଶିଥିଳତା ଦେଖାଦେବ ।

ଉ, ଷାଢା - କଚେରି ମାମଲାର ଶୁଣାଣି ବିଳମ୍ବରେ ଘଟିବା ହେତୁ ଟେନ୍‌ସନ ବୃଦ୍ଧି ପାଇପାରେ । ଯାନ ଚଳାଇବା ବେଳେ ଫୋନର ବ୍ୟବହାର କରନ୍ତୁ ନାହିଁ । ରାସ୍ତାରେ କୌଣସି ସାହାର୍ଯ୍ୟ କାରୀ ବ୍ୟକ୍ତିଙ୍କ ସହ ସାକ୍ଷାତ ହୋଇପାରେ ।

ପ୍ରତିକାର – ଶ୍ରୀ ବାମନଙ୍କ ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :