• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2023: ଏହି ରାଶିର ବ୍ୟକ୍ତି ବିଶେଷଙ୍କ ପାଇଁ ଆଜି ଦିନଟି ଅତ୍ୟନ୍ତ ଶୁଭ..

ସୈାର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ। ଇଂରାଜୀରେ ୦୨ ତାରିଖ ସୋମବାର । ଚନ୍ଦ୍ର –ମେଷ ରାତ୍ରି ୧୨.୧୬ ଗତେ ବୃଷ, ତିଥି- ୩ୟା ପ୍ରାତଃ ୦୭.୩୬ ଗତେ ୪ର୍ଥୀ, ଘାତ ଚନ୍ଦ୍ର- ମେଷ ରାଶିର, ରାତ୍ରି ୧୨.୧୬ ଗତେ ବିଛା ରାଶିର, ଘାତ ବାର- ମିଥୁନ, ପୁଷ୍କର ଦୋଷ- ସନ୍ଧ୍ୟା ୦୬.୨୪ ଗତେ  ୧ ପାଦ କୁତୁମ୍ବହାନି- ତିଳକାଞ୍ଚନ ଦାନ

Capricorn

ମକର

Monday 02 Oct 2023

ଉ, ଷାଢା - ଧାର୍ମିକ କାର୍ଯ୍ୟ ପ୍ରତି ଆସ୍ଥା ବଢିବ । ଅର୍ଥନୈତିକ କାରବାର ଦିଗରେ ସଫଳ ଲାଭ କରିବେ । ପ୍ରେମିକ ପ୍ରେମିକା ମାନଙ୍କ ପାଇଁ ଭଲ ସମୟ ଚାଲିଛି ।

ଶ୍ରବଣା - ସହକର୍ମୀଙ୍କ ସାହାଯ୍ୟରେ ବକେୟା ଅର୍ଥ ଆଦାୟରେ ସକ୍ଷମ ହେବେ । ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟ ଲାଭ କରିପାରନ୍ତି, ଯାହାକି ଆଗାମୀ ସମୟ ପାଇଁ କାମରେ ଆସିବ। ପାରିବାରିକ, ବ୍ୟବସାୟିକ, ସାମାଜିକ, ରାଜନୈତିକ କ୍ଷେତ୍ରରେ ଲକ୍ଷ୍ୟ ହାସଲ କରିବେ।

ଧନିଷ୍ଠା - ବାହ୍ୟ ଗମନା ଗମନ ପ୍ରତି ସତର୍କ ରୁହନ୍ତୁ । ବିବାଦୀୟ ପରିସରରେ ଉପସ୍ଥିତ ବୁଦ୍ଧି ଖଟାଇ ପରିସ୍ଥିତିକୁ ସମ୍ଭାଳି ନେବେ । ବାଣିଜ୍ୟ, ନିର୍ମାଣାଦି କ୍ଷେତ୍ରରେ ଅସମ୍ପୂର୍ଣ୍ଣ କାର୍ଯ୍ୟକୁ ସମ୍ପୂର୍ଣ୍ଣ କରିବେ।

ପ୍ରତିକାର – ଶନିଦେବଙ୍କର ପୂଜାର୍ଚ୍ଚନା କରନ୍ତୁ ।

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :