• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Aries

ମେଷ

Wednesday 02 Oct 2024

ଅଶ୍ୱନୀ- ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଆପଣଙ୍କର ବେପରୁଆ ମନୋଭାବ ରହିବ । ସପଂର୍କୀୟ ମାନଙ୍କ ସହିତ ବନ୍ଧୁତା ସ୍ୱତରେ ଆବଦ୍ଧ ହୋଇ ପାରନ୍ତି । ନୂଆ କାମରେ ଭାଗ୍ୟ ସାଥ୍ ଦେଇପାରେ ।

ଦ୍ୱିଜା- ରାଜନିତିରେ ସତ୍ୟବାଦି ହେବେ । ଲେଖାପଢାରେ ଧନ ଅର୍ଜନ କରିବେ । କାମ ଗୁଡିକ ସୁରୁଖୁରୁରେ ହେଇଯିବ । ନିଜର ଭଲ ବ୍ୟବହାର ଦେଖାଇ ସମସ୍ତଙ୍କ ମନ ଜିତିବେ

କୃତିକା- ଚାକିରୀ କ୍ଷେତ୍ରରେ ସମସ୍ତଙ୍କ ପ୍ରିୟ ପାତ୍ର ହୋଇ ପାରନ୍ତି । ନୂଆ ଯାନବାହନ କିଣିବେ । ମହିଳା ମାନଙ୍କୁ ପୂର୍ଣ୍ଣ ସମର୍ଥନ ମିଳିବ ।

ପ୍ରତିକାର - ହନୁମାନଙ୍କର ଆରାଧନା କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :