• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Taurus

ବୃଷ

Wednesday 02 Oct 2024

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ହେବ । କର୍ମ କ୍ଷେତ୍ରରେ ଆଶଙ୍କା କରୁଥିବା ଘଟଣା ସେମିତି କିଛି ହେବ ନାହିଁ । ଆପଣଙ୍କର କର୍ତବ୍ୟ ନିଷ୍ଠା ପାଇଁ ଅନ୍ୟର ଆଦର ହେବେ । କୈାଣସି ମୂଲ୍ୟବାନ ଦ୍ରବ୍ୟ ଘରକୁ ଆଣିବେ ।

ରୋହିଣୀ- ବ୍ୟବସାୟରେ ଆଶା କରାଯାଉଥିବା ସଫଳତା ପାଇବାର ସମ୍ଭାବନା ରହିଛି । ଚାକିରିରେ ନିଜକୁ ସଂଯତ ରଖି ଚଳିଲେ ଭଲ । କ୍ୟାରିୟରେ ନୂଆ କିର୍ତୀ ମାନ ସ୍ଥାପନ କରିବେ

ମୃଗଶିରା- ପାରିବାରିକ କ୍ଷେତ୍ରରେ ଆଶା ଆଶ୍ୱସନା ପାଇ ପାରନ୍ତି । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ମହିଳା ମାନେ କର୍ମ କ୍ଷେତ୍ରରେ ନିଯୁକ୍ତି ପାଇ ପାରନ୍ତି ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :