• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Aquarius

କୁମ୍ଭ

Wednesday 02 Oct 2024

ଧନିଷ୍ଠା- ସ୍ୱାସ୍ଥ୍ୟ ସମସ୍ୟାରେ ବହୁ ପରିମାଣରେ ହ୍ରାସ ପାଇବ । ସନ୍ତାନ ପକ୍ଷକୁ ନେଇ ଚିନ୍ତିତ ରହିବେ । ରାସ୍ତାଘାଟରେ ଯଥେଷ୍ଟ ସତର୍କତା ହୋଇ ଚଳିବା ଉଚିତ୍ । ବ୍ୟବସାୟରେ କମ୍ ପରିଶ୍ରମରେ ଆଶାଜନକ ଫଳ ପ୍ରାପ୍ତି ହେବ ।

ଶତଭିଷା- ଚାକିରିରେ ପ୍ରାଧ୍ୟନତା ମିଳିବ । ରାଜନିତିରେ ଉଦ୍ୟମରେ ଅହେତୁକ ବାଧାବିଘ୍ନ ଦେଇ ଗତି କରିପାରନ୍ତି । କ୍ରିଡା କ୍ଷେତ୍ରରେ ଉଲେଖନୀୟ ସଫଳତା ମିଳିପାରେ ।

ପୂ,ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି । ମହିଳା ମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । କଳା କ୍ଷେତ୍ରରେ ନିଜର ଦକ୍ଷତା ପ୍ରତିପାଦିତ କରିବେ

ପ୍ରତିକାର – ଶନିଙ୍କର ଗାୟତ୍ରୀ ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :