• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Pisces

ମୀନ

Wednesday 02 Oct 2024

ପୂ,ଭାଦ୍ରପଦ- ଶାରିରୀକ ଉନ୍ନତି ଆସିବ । କର୍ମ କ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ ବ୍ୟବସାୟରେ । ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।

ଉ,ଭାଦ୍ରପଦ- ସନ୍ତାନଙ୍କ ଭାଗ୍ୟରେ ଏବଂ ଆର୍ଥିକ ସି୍ଥତି ଉନ୍ନତି ଦେଖାଦେବ । ସାମାଜିକ କାର୍ଯ୍ୟରେ ସଫଳତା ପାଇବେ । ସହଯୋଗୀ ମାନଙ୍କ ଯୋଗୁ କର୍ମକ୍ଷେତ୍ରରେ ଭଲ କରିବେ । ଶିକ୍ଷାର୍ଥୀ ମାନଙ୍କ ପାଇଁ ଅଧ୍ୟୟନରେ ଆଗ୍ରହ ବଢିବ

ରେବତୀ-ବିଦ୍ୟାର୍ଥୀ ମାନେ ପଢାରେ ମନ ଲଗାଇବେ। ମହିଳା ମାନଙ୍କର ଧାର୍ମିକ ଭାବନା ଉଦେୟ ହେବ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ ।

ପ୍ରତିକାର – ତାରାଙ୍କର ଯନ୍ତ୍ରିକା ମହାକବଚ ଧାରଣ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :