• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Cancer

କର୍କଟ

Wednesday 02 Oct 2024

ପୁନର୍ବସୁ- ବ୍ୟବସାୟରେ କ୍ରମଶଃ ଲାଭ ପାଇବେ। ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ

ପୁଷ୍ୟା- ରାଜନିତିରେ ସାଧାରଣ କଥାକୁ ନେଇ ବିରକ୍ତି ଭାବ ପ୍ରକାଶ କରିବେ । ରଚନାତ୍ମକ କାମରେ ଉଚ୍ଚ ପ୍ରଂଶସା ପାଇବେ । ପ୍ରଶାସନରେ ଥିବା ଲୋକଙ୍କ ସହ ସଂପର୍କ ହେବ । ମନର ନକାରାତ୍ମକତା ଦୂର ହୋଇ ଉଚ୍ଚଶିକ୍ଷାରେ ସଫଳତା ପାଇବେ

ଅଶ୍ଲେଷା- ଅଯଥା ଖର୍ଚ୍ଚ ବୃଦ୍ଧି ହୋଇପାରେ । ମହିଳା ମାନେ ପାରିବରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ ।

ପ୍ରତିକାର – ମା ଭୁବନେଶୂରୀ ଯନ୍ତ୍ରିକା ମହାକବଚ ଧାରଣ କରିପାରନ୍ତି

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :