• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Virgo

କନ୍ୟା

Wednesday 02 Oct 2024

ଉ,ଫଳଗୁନି- ବିଶେଃଷ ସୂତ୍ରରୁ ଅର୍ଥ ଲାଭ କରିବେ । ରକ୍ତ ସମ୍ପର୍କୀୟ ଜଣେ ବନ୍ଧୁଙ୍କ ସାହାର୍ଯ୍ୟର ପ୍ରତିଶ୍ରୁତି ଦେବେ , ସୁଯୋଗ ପାଇ କାମ ହାସଲ କରିବେ । ଘରର ବାତାବରଣ ଶାନ୍ତିମୟ ରହିବ । ବିବାହ ସମ୍ବନ୍ଧୀୟ ସମସ୍ୟା ସମାଧାନ ହୋଇଯିବ ।

ହସ୍ତା- ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ ।ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ଛାତ୍ର ଛାତ୍ରି ମାନେ ଉଚ୍ଚ ଶିକ୍ଷା କରିବା ପାଇଁ ସୁଯୋଗ ଆସିପାରେ ।

ଚିତ୍ରା- ମହିଳା ମାନଙ୍କର ଭାଗ୍ୟ ଉଦ୍ୟୟ ହୋଇପାରେ । ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ

ପ୍ରତିକାର - ଶ୍ରୀ ବିଷ୍ଣଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :