• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Libra

ତୁଳା

Wednesday 02 Oct 2024

ଚିତ୍ରା- ସ୍ୱାସ୍ଥ୍ୟ ଜନିତ ଅବସ୍ଥା ନିୟାନ୍ତ୍ରଣାଧିନ ରହିବ । ଯୋଜନା ମୁତାବକ କାମ କଲେ କୈାଣସି ପ୍ରକାର ଅସୁବିଧା ହେବ ନାହିଁ । ଗୁରୁଜନଙ୍କ ସହମତରେ ଆଗକୁ ବଢିପାରିବେ ।

ସ୍ୱାତୀ- ପ୍ରେମ ସମ୍ପର୍କ ମଜବୁତ ରହିବ । ଅଫିସରେ ସହଯୋଗୀ ଆପଣଙ୍କ ବିଚାର ଦ୍ଵାରା ପ୍ରଭାବିତ ହେବେ । ରାଜନୀତି କ୍ଷେତ୍ରରେ କିଛି ପଦପଦବୀ ପ୍ରାପ୍ତ ହୋଇପାରେ । ଛାତ୍ର ଛକ୍ଷତ୍ରୀ ମାନେ ଅଧିକ ସମୟ ଖେଳରେ କଟାଇବେ

ବିଶାଖା- ବିଦ୍ୟାର୍ଥୀ ମାନେ ଲେଖାପଢାରେ ମନଯୋଗ ଦେଇ ଅଧିକ ପରିଶ୍ରମ ଜାରି ରଖି ବା ଜରୁରୀ ଅଟେ । ଉଚ୍ଚସ୍ତରୀୟ ଯାନବାହନ କ୍ରୟ କରିବାର ସୁବିଧା ପାଇବେ ।

ପ୍ରତିକାର – କମଳାଙ୍କ ଗାୟତ୍ରୀ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :