• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Scorpio

ବିଛା

Wednesday 02 Oct 2024

ବିଶାଖା- ନିରନ୍ତର ଭାବରେ ଆପଣଙ୍କର ସ୍ୱାସ୍ଥ୍ୟ ପ୍ରତି ଧ୍ୟାନ ଦେବେ । ଗୃହରେ କୈାଣସି ବ୍ୟକ୍ତିଙ୍କ ଠାରୁ ସୁଖ ସୁମ୍ବାଦ ପାଇବେ । ପ୍ରେମି ଯୁଗଳଙ୍କର ପରସ୍ପର ପ୍ରତି ବିଶ୍ୱାସ ବଢିବା ସହିତ ଉଭୟ ଉଭୟଙ୍କୁ ଶ୍ରଦ୍ଧା ଓ ସମ୍ମାନ ଦେବେ ।

ଅନୁରାଧା- ବ୍ୟବସାୟରେ ସଫଳତା ଅର୍ଜନ କରି ଆଶାତୀତ ଲାଭ ଉଠେଇବେ । କଠିନ ପରିଶ୍ରମ କରି ପଢାରେ ଆଗକୁ ବଢି ପାରିବେ । ସମାଜ ସେବାରେ ସ୍ୱନାମ ପାଇବେ ।

ଜ୍ୟେଷ୍ଠା- କୋର୍ଟରେ ରାୟ ଆପଣଙ୍କ ସପୋର୍ଟ ରେ ଆସିପାରେ । ମହିଳା ମାନେ ଆଭୁଷଣ ପ୍ରିୟ ହେବେ । ଚୟନ ଭୁମିକୁ କ୍ରୟ କରିବେ

ପ୍ରତିକାର –ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :