• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Sagittarius

ଧନୁ

Wednesday 02 Oct 2024

ମୂଳା- ଚାକିରିରେ କୈାଶଳ କ୍ରମେ ନିଜର ସ୍ଥିତି ସୁଦଢୃ କରିବେ । ନୂତନ ଲୁଗା ବ୍ୟବସାୟ ପାଇଁ ଯୋଜନା କରବେ । କର୍ମକ୍ଷେତ୍ରରେ ସବୁ କାର‌୍ୟ୍ୟକୁ ନିଜ ହାତକୁ ନେଇ ଶେଷ କରିବେ

ପୂ,ଷାଢା- ବ୍ୟବସାୟ କ୍ଷେତ୍ରରେ ନିବେଶ କରିଲେ ଉନ୍ନତି ହେବା ସହ ସମସ୍ତ ଚିନ୍ତାରୁ ମୁକ୍ତି ମିଳିବ । କର୍ମକ୍ଷେତ୍ରରେ ପରିଶ୍ରମର ଭଲ ପରିମାଣ ପାଇବା ସହିତ ଉଚ୍ଚପଦ ପଦବୀ ପାଇବାରେ ସଫଳ ହେବେ । ସରକାରୀ କ୍ଷେତ୍ରରୁ ବିପୁଳ ପରିମାଣର ଟଙ୍କା ପାଇପାରିବେ ।

ଉ,ଷାଢା- ପରିବାର ମାମଲା ଘରେହିଁ ସମାଧାନ ହୋଇଯିବ । ମହିଳା ମାନେ ଆନନ୍ଦମୟ ମୁହୂର୍ତ କାଟିବେ । ରାଜନୈତିକ କ୍ଷେତ୍ରରେ ଅସ୍ଥିରତା ଦେଖାଦେବ । ନୂତନ ଆୟପନ୍ଥା ପାଇଁ ଚିନ୍ତିତ ରହିବେ ।

ପ୍ରତିକାର – ଶ୍ରୀ ରାମଙ୍କ ସ୍ତୋତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :