• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd October 2024: ଆଜି ଏହି ରାଶିର ବ୍ୟକ୍ତିଙ୍କର ଦୂର ଯାତ୍ରାର ଯୋଗ ରହିଛି

ସୌର କନ୍ୟା ମାସ ଆଶ୍ୱିନ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ବୁଧବାର । ଚନ୍ଦ୍ର- କନ୍ୟା ଅହୋରାତ୍ର ,ତିଥି- ଅମାବାସ୍ୟା ରାତ୍ରି ୧୨.୧୯ ଗତେ ପ୍ରତିପଦ ,ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର,ଘାତବାର- କର୍କଟ ରାଶିର,ପୁଷ୍କର ଦୋଷ- ୧ ପାଦ-କୁଟୁମ୍ବହାନି-ତିଳକାଞ୍ଚନ ଦାନ ଦିବା ୧୨.୨୨ ପର୍ଯ୍ୟନ୍ତ ।

Capricorn

ମକର

Wednesday 02 Oct 2024

ଉ,ଷାଢା- ମାନସିକ ସ୍ତରରେ ଉନ୍ନତି ଆସିବ । କାର‌୍ୟ୍ୟରେ ସିଦ୍ଧିଲାଭ ସହ ସମ୍ନାନ ପାଇବେ । ଘରକୁ ଅତିଥିଙ୍କ ଆଗମନ ହୋଇପାରେ ପରିବହନ, କଳା, ବାଣିଜ୍ୟରେ ଲାଭାନ୍ୱିତ ହୋଇ ପାରନ୍ତି ।

ଶ୍ରବଣା- ରାଜନିତିରେ କୈାଣସି କାର‌୍ୟ୍ୟ ଆପଣଙ୍କ ହାତରୁ ଘସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ମନ୍ଥରତା ଭିତରେ ମଧ୍ୟ ବ୍ୟବସାୟରେ ସୁଫଳତା ପାଇବେ ।

ଧନିଷ୍ଠା- କଚେରି ମାମଲାରେ କ୍ଷେତ୍ରରେ ଆଶାଜନକ ଫଳ ପାଇବେ । ମହିଳା ମାନେ କାର୍ଯ୍ୟ ବ୍ୟସ୍ତ ୫ରହିବେ । ବିଭିନ୍ନ ଅନୁଷ୍ଠାନ ଓ ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ପ୍ରତିକାର – ମହାଦେବଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :