ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ତିଥି –୬ଷ୍ଠୀ ଦିବା ୦୧/୫୧ ଗତେ ୭ମୀ ଚନ୍ଦ୍ର – ତୁଳା ସନ୍ଧ୍ୟା ୦୫/୫୫ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୫୧ ଗତେ ୨ ପାଦ-ପଶୁ ୧ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୧/୪୬ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ
ପୁନର୍ବସୁ - ଋଣ ଗ୍ରସ୍ତ ହୋଇ ପାରନ୍ତି
ପୁଷ୍ୟା – ଅନ୍ୟକୁ ସାହାର୍ଯ୍ୟ କରିବାକୁ ଯାଇ ନିଜେ ଅସୁବିଧାରେ ପଡିବେ
ଅଶ୍ଳେଷା - ପରିବାରରେ କଳହ ଦେଖାଦେବ
ପ୍ରତିକାର – କୈାଣସି ଅସହାୟ ବ୍ୟକ୍ତିଙ୍କୁ ସାହାର୍ଯ୍ୟ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୨