ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ତିଥି –୬ଷ୍ଠୀ ଦିବା ୦୧/୫୧ ଗତେ ୭ମୀ ଚନ୍ଦ୍ର – ତୁଳା ସନ୍ଧ୍ୟା ୦୫/୫୫ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୫୧ ଗତେ ୨ ପାଦ-ପଶୁ ୧ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୧/୪୬ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ
ମଘା –ଧୈର୍ଯ୍ୟ ଧରି କାମ କରିଲେ ସଫଳ ହେବେ
ପୂ , ଫାଲଗୁନୀ - ଆୟ ବୃଦ୍ଧି ହୋଇପାରେ
ଉ ,ଫାଲଗୁନୀ – ଅଫିସ୍ରେ ସମସ୍ତେ ଆପଣଙ୍କୁ ସହଯୋଗ କରିବେ
ପ୍ରତିକାର –ପ୍ରଭୁ ସୂର୍ଯ୍ୟନାରାୟଣଙ୍କୁ ଜଳ ପ୍ରଦାନ କରନ୍ତୁ
ଶୁଭ ରଙ୍ଗ :ନାରଙ୍ଗୀ
ଶୁଭ ସଂଖ୍ୟା :୧