ସୈାର ସିଂହ ମାସ ଭାଦ୍ରବ ଶୁକ୍ଲପକ୍ଷ । ଇଂରାଜୀରେ ୦୨ ତାରିଖ ଶୁକ୍ରବାର ତିଥି –୬ଷ୍ଠୀ ଦିବା ୦୧/୫୧ ଗତେ ୭ମୀ ଚନ୍ଦ୍ର – ତୁଳା ସନ୍ଧ୍ୟା ୦୫/୫୫ ଗତେ ବିଛା ଘାତ ଚନ୍ଦ୍ର- ନାସ୍ତି ଘାତ ବାର – ବିଛା, ଧନୁ ଓ ମୀନ ରାଶିର ପୁଷ୍କର ଦୋଷ –ଗତେ ୧ ପାଦ- କୁଟୁମ୍ଭହାନି- ତିଳକାଞନ ଦାନ ଦିବା ୦୧/୫୧ ଗତେ ୨ ପାଦ-ପଶୁ ୧ ବଂଶହାନି- ଅନ୍ନ ଓ ତିଳକାଞନ ଦାନ ରାତ୍ରି ୧୧/୪୬ ଗତେ ୧ ପାଦ-ପଶୁସମ୍ପଦ ନାଶ- ଅନ୍ନ ଦାନ
ଚିତ୍ରା – ପରିବାର ଲୋକ ଆପଣଙ୍କ ଠାରୁ ଅନେକ କିଛି ଆଶା କରିବେ
ସ୍ୱାତୀ –ଅଫିସ୍ରେ ସୃଷ୍ଟି ହୋଇଥିବା ବିଶୃଖଂଳାକୁ ଠିକ୍ କରିବେ
ବିଶାଖା – ଦାମ୍ପତ୍ୟ ଜୀବନ ପୂର୍ବ ଅପେକ୍ଷା ଖୁବ୍ ଭଲ ରହିବ
ପ୍ରତିକାର – ଶୁକ୍ରଙ୍କ ମନ୍ତ୍ର ଓଁ ହ୍ରୀଂ ଶ୍ରୀଂ ଶୁକ୍ରାୟ ଜପ କରନ୍ତୁ
ଶୁଭ ରଙ୍ଗ :ଧଳା
ଶୁଭ ସଂଖ୍ୟା :୬