• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Taurus

ବୃଷ

Saturday 02 Sep 2023

କୃତିକା- ସ୍ୱାସ୍ଥ୍ୟରେ ଉନ୍ନତି ପରିଲକ୍ଷିତ ହେବ । ପାରିବାରିକ କ୍ଷେତ୍ରରେ ଗୁରୁତ୍ୱପୂର୍ଣ୍ଣ ଦାୟିତ୍ୱ ବହନ କରିବେ । ବାଣିଜ୍ୟ- ବ୍ୟବସାୟରେ ସ୍ଥିତି ସୁଦୃଢ ହୋଇଯିବ ।        
ରୋହିଣୀ- ଛାତ୍ରଛାତ୍ରୀମାନଙ୍କର ଶିକ୍ଷା କ୍ଷେତ୍ରରେ ଉନ୍ନତି ହେବ । ଉପରିସ୍ଥ ବ୍ୟକ୍ତିଙ୍କ ଠାରୁ ସମ୍ମାନ ମିଳିବା ସହ କର୍ମକ୍ଷେତ୍ରରେ ପୂର୍ଣ୍ଣ ସଫଳତା ପ୍ରାପ୍ତି ହେବ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ଆଗକୁ ବଢିବେ ।
ମୃଗଶିରା- ବ୍ୟାଙ୍କ ବାଲାନ୍ସ ବୃଦ୍ଧି ପାଇବା ସହ ଋଣ ପରିଶୋଧ କରି ପାରନ୍ତି । ପଡୋଶୀ ମାନେ ଈର୍ଷାପରାୟଣ ହେଲେ ବି କ୍ଷତିକାରୀ ହେବେ ନାହିଁ ।

ପ୍ରତିକାର – ଶ୍ୱେତଚନ୍ଦନ କର୍ପୂର ମିଶେଇ ମସ୍ତକରେ ଧାରଣ କରନ୍ତୁ    

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS