• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Aquarius

କୁମ୍ଭ

Saturday 02 Sep 2023

ଧନିଷ୍ଠା- ଶାରୀରିକ ଉନ୍ନତି ଆସିବ ।  କର୍ମକ୍ଷେତ୍ରରେ ଉତରତର ଉନ୍ନତି କରିବେ । ସାଂସାରିକ କ୍ଷେତ୍ରରେ ସୁଖ ସମୃ୍ଦ୍ଧି ଫେରିଆସିବ ଓ ସମ୍ପର୍କରେ ଉନ୍ନତି ଆସିବ। ବ୍ୟବସାୟରେ ପ୍ରତିକୂଳ ପରିସ୍ଥିତି ଦେଇ ଗତି କରିବେ ।
ଶତଭିଷା- ପ୍ରେମ କ୍ଷେତ୍ରରେ ସମୟ ଗୁଡିକ ହସ ଖୁସିରେ ବିତିବ । ରାସ୍ତାଘାଟରେ ଅତ୍ୟନ୍ତ ସତର୍କତା ସହ ଯାତାୟାତ କରିବା ଉଚିତ୍ । ଧାତୁ ପଦାର୍ଥ ବିକ୍ରୟ କରୁଥିବା ବ୍ୟବସାୟୀମାନେ ଲାଭବାନ୍ ହେବେ
ପୂ,  ଭାଦ୍ରପଦ- ଜମିଜମାକୁ ନେଇ ନିଜ ଲୋକମାନେ ବିଶ୍ୱାସ ଘାତ କରିପାରନ୍ତି ।  ମହିଳାମାନେ ଆମୋଦ ପ୍ରମୋଦରେ ସମୟ କଟାଇବେ । ଯାନବାହନ କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ ।

ପ୍ରତିକାର – ବିଷ୍ଣୁଙ୍କ ପାଖରେ ତୁଳସୀ ଅର୍ପଣ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS