• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Pisces

ମୀନ

Saturday 02 Sep 2023

ପୂ, ଭାଦ୍ରପଦ- ଆଶା କରିଥିବା ଖବର ପାଇ ଖୁସି ହୋଇଯିବେ । ପ୍ରେମିକା, ପ୍ରେମିକଙ୍କର ଅନେକ ଦିନର ଅଭିଳାଷା ପୂର୍ଣ୍ଣ ହେବ । ଭାଇ- ଭଉଣୀ ମାନଙ୍କ ସହ ମନୋମାଳିନ୍ୟ ଦୂର ହେବ ।
ଉ, ଭାଦ୍ରପଦ- ରାଜନୀତିରେ କୈାଣସି କାର୍ଯ୍ୟ ଆପଣଙ୍କ ହାତରୁ ଖସି ଯାଇପାରେ । କଳା ଓ ସାହିତ୍ୟ କ୍ଷେତ୍ରରେ ପ୍ରଶଂସିତ ହେବେ । ସାମ୍ବାଦିକତା କ୍ଷେତ୍ରରେ ପ୍ରଶଂସା ପାଇବେ । 
ରେବତୀ- ଛାତ୍ରଛାତ୍ରୀମାନେ ପରୀକ୍ଷାରେ ଉତ୍ତମ ଫଳ ପ୍ରଦର୍ଶନ କରିବେ । ଅବିବାହିତ ଯୁବକ ଯୁବତୀମାନଙ୍କର ବିବାହ ପ୍ରସ୍ତାବ ସ୍ଥିରିକୃତ ହୋଇଯିବ । ଉଧାର ଦେଇଥିବା ଟଙ୍କା ସହଜରେ ହସ୍ତଗତ ହୋଇଯିବ ।

ପ୍ରତିକାର – ହଳଦୀ ଖଣ୍ଡକୁ ଘୋରି ତିଲକ ଭାବରେ ମଥାରେ ଲଗାନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS