• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Gemini

ମିଥୁନ

Saturday 02 Sep 2023

ମୃଗଶିରା- ମାନସିକ ସ୍ଥିରତା ଦେଖାଦେବା ସହ କାମରେ ପରିଶ୍ରମ କରି ପ୍ରଂଶସିତ ହେବେ । ବ୍ୟବସାୟ ପାଇଁ ଭ୍ରମଣ କରିବା ଫଳରେ ବିଶେଷ ଲାଭାନ୍ୱିତ ହେବେ । ବନ୍ଧୁ ମିତ୍ରଙ୍କର ଆର୍ଥିକ ସହାୟତାର ନୂତନ ପନ୍ଥା ଅନୁସରଣ କରିବେ ।    
ଆଦ୍ରା- ଆର୍ଥିକ କ୍ଷେତ୍ରରେ ପରିବର୍ତ୍ତନ ଆସିବ । ଆନୁଷ୍ଠାନିକ କାମହାସଲ କରିବା ସକାଶେ ବନ୍ଧୁଙ୍କ ସାହାଯ୍ୟ ଉପରେ ନିର୍ଭର କରି ପାରନ୍ତି । ସାମାଜିକ କଲ୍ୟାଣରେ ପୂର୍ଣ୍ଣ ସହଯୋଗ କରିବେ ।
ପୁନର୍ବସୁ- କର୍ମକ୍ଷେତ୍ରରେ ଅନିଚ୍ଛା ସତ୍ୱେ ପ୍ରତିକ୍ରିୟାକୁ ପ୍ରକାଶ କରନ୍ତୁ ନାହିଁ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନଙ୍କ ପାଇଁ ଦିନଟି ମହତ୍ୱପୁର୍ଣ୍ଣ ରହିବ ।

ପ୍ରତିକାର – ତ୍ରିପୁରା ସୁନ୍ଦରୀଙ୍କର ଯନ୍ତ୍ରିକା ମହାକବଚ ଧାରଣ  କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS