• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Leo

ସିଂହ

Saturday 02 Sep 2023

ମଘା- ପରିବାରରେ ଆପଣଙ୍କ ପ୍ରାଧାନ୍ୟତା ବୃଦ୍ଧି ହୋଇପାରେ । ପ୍ରେମିକା, ପ୍ରେମିକମାନେ ପ୍ରେମ କ୍ଷେତ୍ରରେ ସଫଳତା ପାଇବେ । ଅସହାୟ ଲୋକଙ୍କୁ ସହଯୋଗ କରିବା ପାଇଁ ହାତ ବଢେଇବେ
ପୂ- ଫାଲ୍‌ଗୁନୀ-  ଶିକ୍ଷାର୍ଥୀମାନେ ଦେଇଥିବା ପରିକ୍ଷାରେ କୃତକାର୍ଯ୍ୟ ହେବେ । ନିଜ  ସାମର୍ଥ୍ୟ ଅନୁଯାୟୀ ସରଳ ଭାବେ କାମ ପୁରା କରିବେ । ଆର୍ଥିକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ
ଉ- ଫାଲ୍‌ଗୁନୀ- କ୍ରୋଧକୁ ଦମନ କରି ହସଖୁସିରେ ବାତାବରଣ ସୃଷ୍ଟି ହେବ । ଓକିଲାତି ଓ ପରିଚାଳନ ସହିତ ଜଡିତ ଲୋକଙ୍କୁ ବହୁତ ସମ୍ମାନ ମିଳିପାରେ । କୈାଣସି ମହତ୍ୱପୂର୍ଣ୍ଣ ବ୍ୟକ୍ତିଙ୍କ ସହ ଭେଟ ହେବ ।

ପ୍ରତିକାର – ଓଁ ହ୍ରୀଂ ହ୍ରୀଂ ରାଂ ରାମାୟ ନମଃ ଜପ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :

VASTU TIPS