• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Virgo

କନ୍ୟା

Saturday 02 Sep 2023

ଉ- ଫାଲ୍‌ଗୁନୀ- ପ୍ରେମ କ୍ଷେତ୍ରରେ ସଫଳତା ଲାଭ କରିବେ । ବ୍ୟବସାୟୀମାନେ ଆଜି ବ୍ୟବସାୟରେ ଲାଭାଂଶ କମାଇବେ । ଶାରୀରିକ ପୀଡା ଅପେକ୍ଷାକୃତ କମ ରହିବ । ଋଣକ୍ଷେତ୍ରରେ ଅର୍ଥ ଲାଭ କରିବେ 
ହସ୍ତା- ପଡୋଶୀ ଏବଂ କୁଟୁମ୍ଭ ସହ ଲାଗିଥିବା କଳହର ସମାଧାନ ହୋଇଯିବ । ଯାନ ବାହନ କିଣି ଖୁସି ଅନୁଭବ କରିବେ । ଜାଗା ଜମି କ୍ଷେତ୍ରରେ ଅନେକ ଦିନ ଧରି ଚାଲିଥିବା ଦ୍ୱନ୍ଦ ଦୂରେଇ ଯିବ ।  
ଚିତ୍ରା- ପୁରୁଣା ଗାଡି ବିକିବାରେ ମନ ବଳାଇବେ । ମହିଳା ମାନେ ପାରିବାରିକ ସମସ୍ୟା ଭୋଗିବେ । ଗୃହସୀମାକୁ କେନ୍ଦ୍ରକରି ଭାଇ କିମ୍ବା ପଢୋଶୀଙ୍କ ସହ ଅପ୍ରୀତିକର ପରିସ୍ଥିତି ସୃଷ୍ଟି ହେବ 

ପ୍ରତିକାର – ଛୋଟ  କଳସୀରେ ଜଳ ଓ ଫୁଲ ରଖି ଘରର ସାମ୍ନାରେ ରଖନ୍ତୁ । 

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :

VASTU TIPS