• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Libra

ତୁଳା

Saturday 02 Sep 2023

ଚିତ୍ରା- ସମସ୍ତ ଦୁଶ୍ଚିନ୍ତା ଦୂର ହେବା ସହ ଶରୀର ସୁସ୍ଥ ରହିବ । ବ୍ୟବସାୟରେ ଅଂଶୀଦାରମାନଙ୍କ ସହ କିଛି ଚୁକ୍ତିନାମା କରିପାରନ୍ତି । ଜୀବନସାଥୀଙ୍କ ପ୍ରତି ପ୍ରେମ ଓ ସମ୍ମାନ ବୃଦ୍ଧି ପାଇବା ସହ ଦାମ୍ପତ୍ୟ ଜୀବନ ସୁଖମୟ ରହିବ 
ସ୍ୱାତୀ- ରାଜନୈତିକ କ୍ଷେତ୍ରରେ ଦୃଢ ସଂକଳ୍ପ ଓ ଆତ୍ମବିଶ୍ୱାସ ଫଳରେ ସାମାଜିକ ପ୍ରତିଷ୍ଠା ମାନ ସମ୍ମାନ ବୃଦ୍ଧି ପାଇବ । ସମ୍ପତି ସମ୍ବନ୍ଧୀୟ ମାମଲାରେ ଲଢିପାରନ୍ତି । କଳା, ଚଳଚ୍ଚିତ୍ର କ୍ଷେତ୍ରରେ ଆଗେଇବେ ।
ବିଶାଖା- ଆକସ୍ମିକ ଭାବେ ନିକଟ ସମ୍ପର୍କୀୟମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ରାଜନୈତିକ ନେତା ମିଥ୍ୟା ଗୁଜବରେ ବିଚଳିତ ହେବେ । ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି   

ପ୍ରତିକାର – ଭଗବାନ ଶ୍ରୀ ରାମଙ୍କ ଫଟୋକୁ ପୁଜା କରନ୍ତୁ । 

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :

VASTU TIPS