• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Scorpio

ବିଛା

Saturday 02 Sep 2023

ବିଶାଖା- ବିଦ୍ୟାର୍ଥୀମାନେ  ପଢାପଢିରେ ଅଧିକ ପରିଶ୍ରମ କରିଲେ ମଧ୍ୟ ଭଲ ଫଳ ମିଳିବ ନାହିଁ । ରାଜନୀତିରେ ନୂତନ ସମସ୍ୟାରେ ପିଡିତ ହେବେ । ଅଧିକାରୀଙ୍କ ସହିତ ତାଳମେଳ ରଖନ୍ତୁ ଫାଇଦା ହେବ
ଅନୁରାଧା- ସ୍ୱାସ୍ଥ୍ୟରେ ସାମାନ୍ୟ ବ୍ୟତିକ୍ରମ ଦେଖାଦେଇ ପାରେ । କୈାଣସି ନୂଆ କାର୍ଯ୍ୟ ଆରମ୍ଭ କରିବା ପାଇଁ ଚେଷ୍ଟା କରିବେ । ବିରୋଧୀମାନେ ସତ ଚେଷ୍ଟା କରିଲେ ମଧ୍ୟ କୈାଣସି କ୍ଷତି କରିପାରିବେ ନାହିଁ ।
ଜ୍ୟୋଷ୍ଠା- ପୂର୍ବ ଶତ୍ରୁମାନେ ପରାସ୍ତ ହେବେ । ସାମ୍ବାଦିକମାନେ ଉଦ୍ଦେଶ୍ୟକୁ ସଫଳ କରିବାରେ ସକ୍ଷମ ହେବେ । ଅବିବାହିତ ଯୁବକ,ଯୁବତୀ ମାନଙ୍କର ବିବାହ ପ୍ରସ୍ତାବମାନ ସମାଧାନ ହୋଇଯିବ     

ପ୍ରତିକାର – ସିନ୍ଧୁର ଟିକା ମସ୍ତକରେ ଲଗାଇ ଘରୁ ବାହାରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :

VASTU TIPS