• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Sagittarius

ଧନୁ

Saturday 02 Sep 2023

ମୂଳା- ବ୍ୟବସାୟରେ ଖର୍ଚ୍ଚାନ୍ତ ହୋଇ କାର‌୍ୟ୍ୟ ହାସଲ କରିବେ ।  ପତ୍ନୀଙ୍କ ସହିତ ମତ  ପାର୍ଥକ୍ୟ ଦେଖାଦେଇ ପାରେ । ଶାରୀରିକ ଚିନ୍ତା ଦୂର ହେବ । ନିଯୁକ୍ତି କ୍ଷେତ୍ରରେ ସଫଳତା ହାସଲ କରିପାରିବେ
ପୂ, ଷାଢା- ଅନେକ ସୁଯୋଗ ହାତ ପାହାନ୍ତାରେ ପାଇବା ଫଳରେ ମନରେ ଉତ୍ସାହ ରହିବ । ଜାଗା, ଜମି, ବାହନ ଆଦି କ୍ରୟ କରିବେ । ଉଚ୍ଚ ଶିକ୍ଷା ପ୍ରାପ୍ତ ହେବାର ସମ୍ବାବନା ରହିଛି ।  
ଉ,  ଷାଢା- ଶିକ୍ଷା ଦୃଷ୍ଟିରୁ ପିଲା ମାନଙ୍କୁ ବହୁତ ଭଲ ଫଳ ମିଳିବ । ମହିଳାମାନଙ୍କର ଭାଗ୍ୟ ଉଦ୍ୟୋୟ ହୋଇପାରେ । ପ୍ରଶାସନିକ ଆଲୋଚନା କ୍ଷେତ୍ରରେ ଅପରାହ୍ନ ସମୟ ଟେନସନ୍ କିଛି ମାତ୍ରରେ କମିଯିବ 

ପ୍ରତିକାର – ଓଁ ହ୍ରୀଂ ସ୍ରୀଂ ହୁଁ ଫଟ ମନ୍ତ୍ରକୁ ପାଠ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :

VASTU TIPS