• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2023: ଆଶା କରିଥିବା ଖବର ପାଇ ଖୁସି ହେବେ, ଗାଡ଼ି ଚଲାଇବା ବେଳେ ସତର୍କ ରୁହନ୍ତୁ...

ସୌର ସିଂହମାସ  ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ  ଶନିବାର, ଚନ୍ଦ୍ର – ମୀନ ଅହୋରାତ୍ର ତିଥି- ୩ୟା ରାତ୍ରି ୦୮.୪୯ ଗତେ ୪ର୍ଥୀ ଘାତ ଚନ୍ଦ୍ର - ଧନୁ ରାଶିର ଅହୋରାତ୍ର ଘାତ ବାର – ବୃଷ , ସିଂହ ଓ କନ୍ୟା ପୁଷ୍କର ଦୋଷ – ୧ ପାଦ  କୃଷିହାନି- ଭୂମିଦାନ

Capricorn

ମକର

Saturday 02 Sep 2023

ଉ, ଷାଢା- ସୁସ୍ଥ ମାନସିକତା ରକ୍ଷାକରି ବିଦ୍ୟାକ୍ଷେତ୍ରରେ ଆଶାତୀତ ଲାଭ ପାଇବେ । ବ୍ୟବସାୟିକ ବୃଦ୍ଧି କରିବା ପାଇଁ ଯାତ୍ରା କରିବାର ବିଶେଷ ସମ୍ଭାବନା ଅଛି । ନ୍ୟାୟମାର୍ଗ ଓ ମିଠା ବଚନକୁ ନିଜର ଭୂଷଣଭାବି କର୍ମ କରିଲେ ଲାଭବାନ୍  ହେବେ 
ଶ୍ରବଣା- ପାରିବାରିକ ଜୀବନରେ ସୁଖ ଏବଂ ଶାନ୍ତି କଟିବ । ପ୍ରେମ ବୃଦ୍ଧି ପାଇବ ଏବଂ ପରସ୍ପର ପ୍ରତି ସମନ୍ୱୟର ଭାବନା ମଧ୍ୟ ରହିବ । 
ଧନିଷ୍ଠା- ଜରୁରୀ କାମରେ ବିଦେଶ ଯାତ୍ରାରେ ସଫଳ ହେବେ । ଧନଧାନ୍ୟ, ବାହାନାଦି ପ୍ରାପ୍ତି ହେବାର ଯୋଗ ଅଛି । ଗୃହ ସମ୍ବନ୍ଧୀୟ ସମସ୍ୟା ସହଜରେ ସମାଧାନ ହେବ 

ପ୍ରତିକାର – ମା ମଙ୍ଗଳା ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :

VASTU TIPS