• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aries

ମେଷ

Monday 02 Sep 2024

ଅଶ୍ୱନୀ- ଜୀବନ ସାଥିଙ୍କ ସହିତ ସମ୍ବନ୍ଧ ମଧୁର ରହିବ । ବ୍ୟବସାୟ-ବାଣିଜ୍ୟ କ୍ଷେତ୍ରରେ ଉଚ୍ଚ ଫଳ ପ୍ରାପ୍ତି ହୋଇପାରେ । କର୍ମକ୍ଷେତ୍ରରେ କର୍ମଚାରୀ ମଧ୍ୟରେ ପ୍ରତିଯୋଗିତା ମନୋଭାବ ଉପୁଜି ପାରେ ।

ଦ୍ୱିଜା- ସରକାରୀ ସ୍ତରରେ ପଦସ୍ଥ ବ୍ୟକ୍ତିଙ୍କ ସାନ୍ନିଧ୍ୟରୁ ଉପକୃତ ହେବେ ।ପରିବାରରେ ଭ୍ରାତୃବର୍ଗ ଦ୍ୱାରା ସମସ୍ୟା ସୃଷ୍ଟି ହୋଇ ପାରିବାରିକ ଅଶାନ୍ତିର ସମ୍ଭାବନା ଦେଖାଦେଇପାରେ ।

କୃତିକା- ବନ୍ଧୁଙ୍କ ସହିତ ଠାକୁର ଦର୍ଶନ ପାଇଁ ମନ୍ଦିର ଯିବେ । ଖୋଳାଳି ମାନେ ଉତମ ପ୍ରଦର୍ଶନ କରି ସମୀକ୍ଷକଙ୍କ ପ୍ରଂଶସା ଭାଜନ ହେବେ । ଆପଣଙ୍କ ଭିତରେ ଅଧିକ ଆତ୍ମବିଶ୍ୱାସ ରହିବ ।

ପ୍ରତିକାର - କେସରର ତିଲକ କପାଳରେ ଲଗାନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :