• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Taurus

ବୃଷ

Monday 02 Sep 2024

କୃତିକା - ପ୍ରେମ ଜୀବନରେ ଉତମ ବୁଝାବଣା ରହିବ । ଆକସ୍ମିକ ଭାବେ ନିକଟ ସମ୍ପର୍କୀୟ ମାନଙ୍କ ସହ ମିତ୍ରତା ବନ୍ଧନରେ ଆବଦ୍ଧ ହେବେ । ଆଜିର କର୍ମକ୍ଷେତ୍ରରେ ପଦସ୍ଥ ବ୍ୟକ୍ତିଙ୍କ ସାନିଧ୍ୟରୁ ଉପକୃତ ହୋଇପାରନ୍ତି ।

ରୋହିଣୀ – ବିବାଦୀୟ ପରିସ୍ଥିତିକୁ ମନବୁଝାଣିଆ କଥା କହି ପରିବେଶକୁ ସ୍ୱାଭାବିକ କରିପାରନ୍ତି । କୈାଣସି କାରଣରୁ ମନ ଭଲ ରହିବ ନାହିଁ । ରାଜନିତିରେ ଆର୍ଥୀକ ଲାଭ ମିଳିବ

ମୃଗଶିରା – ଭଲ ସମ୍ପର୍କ ନଥିବା ବ୍ୟକ୍ତିଙ୍କ ଦ୍ୱାରା ମିଥ୍ୟା ଗୁଜବରେ ଆତଙ୍କିତ ହେବା ଠିକ୍ ନୁହେଁ । ବ୍ୟବସାୟ ତଥା ପରିବହନରେ ସଫଳତା ମିଳିବ । ମକଦ୍ଦମାରେ ଜୟଲାଭ କରିବେ ।

ପ୍ରତିକାର – ମା କମଳାଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :