• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Aquarius

କୁମ୍ଭ

Monday 02 Sep 2024

ଧନିଷ୍ଠା- ପୁରୁଣା ବିଚାର ଛାଡି ନୂଆ ବିଚାର ଗ୍ରହଣ କରିବେ । ବିବାହ ଯୋଗ୍ୟ ଯୁବକଙ୍କ ଲାଗି ବିବାହ ପ୍ରସ୍ତାବ ଆସିବ । କୈାଣସି କଳା କ୍ଷେତ୍ରରେ ଅଭିନୟ ପାଇଁ ସୁଯୋଗ ପାଇବେ

ଶତଭିଷା- ଶତ୍ରୁମାନେ ସମ୍ମୁଖରେ ନ ହେଲେ ମଧ୍ୟ ପଛରେ ବିଭିନ୍ନ ସମାଲୋଚନାତ୍ମକ କଥା କହିପାରନ୍ତି । ପ୍ରସାଧନ ଦୋକାନୀଙ୍କର ଉନ୍ନତି ହେବ । ରାଜନିତିରେ କାମ ଗୁଡିକୁ ସମ୍ପନ୍ନ କରିବେ । ଛାତ୍ରଛାତ୍ରି ପଢାରେ ଆଗେଇବା ପାଇଁ ଚେଷ୍ଟା କରିବେ ।

ପୂ,ଭାଦ୍ରପଦ- ସାଂସାରିକ ଜୀବନ ଶାନ୍ତି ଦାୟକ ରହିବ । ଅଫିସ୍ କାମରେ ସବୁକଥାକୁ ହାଲୁକା ଭାବେ ଗ୍ରହଣ କଲେ କ୍ଷତିରେ ପଡିବେ । ଜମିବାଡିକୁ ନେଇ ପରିବାରରେ ସାମୟିକ ଅଶାନ୍ତି ଦେଖାଦେବ ।

ପ୍ରତିକାର – ରାହୁଙ୍କର ପୂଜା ସହିତ ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :