• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Gemini

ମିଥୁନ

Monday 02 Sep 2024

ମୃଗଶିରା- ସ୍ୱାସ୍ଥ୍ୟଗତ ସମସ୍ୟାରୁ ମୁକ୍ତି ପାଇବେ । କୈାଣସି କାମ ସଂପୂର୍ଣ୍ଣ ହେବା ଯୋଗୁଁ ମନ ଖୁସି ରହିବ । ନୂତନ ପୋଷାକ ଅଳଙ୍କାର ନିଜପାଇଁ କିଣି ପାରନ୍ତି । ପାରିବାରିକ ଜୀବନ ଭୃତ୍ୟଲାଭ ଯୋଗ ରହିଛି ।

ଆଦ୍ରା- ଆର୍ôଥକ ପକ୍ଷ ପୂର୍ବ ଅପେକ୍ଷା ସୁଦୃଢ ରହିବ । ବିଭିନ୍ନ ପ୍ରତିବନ୍ଧକ ମଧ୍ୟରେ କାମ ଠିକ୍ ଭାବେ ସମ୍ପନ୍ନ ହେବା କଷ୍ଟକର ହେବ । ଶତୃତ ମାନେ ହଠାତ୍ ମିତ୍ରତା ସାଜିବା ପାଇଁ ଚେଷ୍ଟିତ ହେବେ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ

ପୁନର୍ବସୁ- ବ୍ୟାଙ୍କରୁ ଋଣ ପାଇବାର ପଥ ପରିଷ୍କାର ହୋଇଯିବ । ପୁରୁଣା ବନ୍ଧୁଙ୍କ ସହିତ ଦିନଟି ବିତାଇବେ । ଜମିଜମା କ୍ଷେତ୍ରରେ ଅଶାନୂରୁପ ସଫଳତା ମିଳିବ । ମହିଳା ମାନେ ଅର୍ଥଲାଭ କରିବେ । ମାଲିମକଦ୍ଧମାରେ ଜୟଯୁକ୍ତ ହେବେ ।

ପ୍ରତିକାର – ବୁଧଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :