• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Cancer

କର୍କଟ

Monday 02 Sep 2024

ପୁନର୍ବସୁ - ସ୍ୱାସ୍ଥ୍ୟ ଜନିତ ସମସ୍ୟା ଓ ଅଯଥା ବ୍ୟୟ ହେବ । ନିକଟ ସମ୍ପର୍କୀୟଙ୍କ ଠାରୁ ସାହାର‌୍ୟ୍ୟ ପାଇ ଖୁସି ହେବେ । କର୍ମକ୍ଷେତ୍ରରେ ଉଚ୍ଚବର୍ଗଙ୍କ ସାହାର‌୍ୟ୍ୟ ପାଇବେ ।

ପୁଷ୍ୟା – ଆର୍ଥୀକ ସ୍ଥିତି ପୂର୍ବପରି ରହିବା କାରଣରୁ ମନରେ ଖୁସି ରହିବ ନାହିଁ । ସଭାସମିତିରେ ଉନ୍ନତ ମାନର ଆଲୋଚନା କରିବେ । ବୈବାହିକ ବନ୍ଧନରେ ବାନ୍ଧି ହୋଇପାରନ୍ତି ।

ଅଶ୍ଳେଷା - ବ୍ୟବସାୟରେ ଆଶା ପୂରଣ କରିବା ପାଇଁ ସମ୍ଭାବନା ରହିଛି । ଜମିଜମା କାରବାରରେ ଉପକୃତ ହେବେ । ନୂଆ ଜାଗାକୁ ଭ୍ରମଣ କରିବାକୁ ଯାଇ ପାରନ୍ତି ।

ପ୍ରତିକାର – ଗୁରୁଜନ ମାନଙ୍କ ଚରଣ ସ୍ପର୍ଶ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :