• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Leo

ସିଂହ

Monday 02 Sep 2024

ମଘା- ଶରୀରରେ ଆଘାତ ଲାଗିପାରେ । ଦାମ୍ପତ୍ୟ ଜୀବନ ଖୁସି ଭରା ରହିବ । ବ୍ୟପାରୀ ବର୍ଗଙ୍କୁ ଅଚାନକ ଧନ ଲାଭ ହେବ । କର୍ମ କ୍ଷେତ୍ରରେ ଉପରିସ୍ଥ କର୍ମଚାରି ଆପଣଙ୍କୁ ଉପହାର ଦେବେ । ଚାକିରୀଆଙ୍କୁ ନୂଆ ପକଳ୍ପ ଦାୟିତ୍ୱ ମିଳିବ ।

ପୂ,ଫାଲଗୁନି- ଖାଦ୍ୟ , ପାନୀୟ ପ୍ରତି ସଚେତନ ରୁହନ୍ତୁ । କମ୍ ପରିଶ୍ରମ କରି ନିଜର ଉଦେଶ୍ୟ ହାସଲ କରିନେବେ । ରାଜନିତିରେ ବିଶିଷ୍ଟ ବ୍ୟକ୍ତିଙ୍କ ସହିତ ହାତ ମୁଶାଇବେ । ଛାତ୍ରଛାତ୍ରି ଗୁରୁଜନଙ୍କ ଠାରୁ ଭଲ ପରାମର୍ଶ ପାଇବେ ।

ଉ,ଫାଲଗୁନି- ଲାଗି ରହିଥିବା ସବୁ କଷ୍ଟ ନିବାରଣ ହେବ । ପ୍ରତ୍ୟେକ ପ୍ରତିବନ୍ଧକକୁ ସମ୍ମୁଖୀନ କରି ଆଗେଇ ବାକୁ ବାଧ୍ୟ ହେବେ । ଗୃହ ନିର୍ମାଣ ବ୍ୟବସାୟ କ୍ଷେତ୍ରରେ ସଫଳତା ଲାଭ କରିବେ । ନାରୀ ମାନେ ସମାଜରେ ସମ୍ମାନ ପାଇବେ

ପ୍ରତିକାର – ମାତଙ୍ଗିଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :