• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Libra

ତୁଳା

Monday 02 Sep 2024

ଚିତ୍ରା- କୈାଣସି ଖବର ପାଇ ମନ ଅସ୍ଥିର ହୋଇପାରେ । ସ୍ୱାସ୍ଥ୍ୟରେ ଅବୋନ୍ନତି ଦେଖା ଦେଇପାରେ । ବ୍ୟବସାୟରେ ସ୍ଥାୟୀ ରହିବା ପାଇଁ ଚେଷ୍ଟା କରିବେ । ସଂଗଠନ କ୍ଷେତ୍ରରେ ନିଜକୁ ସାମିଲ କରିବା ସହିତ ନିଜର ଦକ୍ଷତା ପ୍ରତିପାଦିତ କରିବେ ।

ସ୍ୱାତୀ- ଜୀବନ ସାଥିଙ୍କୁ ମନ ପସନ୍ଦ ଉପହାର ଦେବେ । ରାଜନୀତିରେ ନିଜର ସଂଗଠନିକ ଦକ୍ଷତା ଯୋଗ୍ୟତା ଅନୁସାରେ କୈାଣସି ଉଚ୍ଚ ପଦବୀ ମିଳିପାରେ । ବିଦ୍ୟାର୍ଥୀ ମାନେ ପଢାପଢି ପ୍ରସନ୍ନ ରହିବେ

ବିଶାଖା- ନୂଆ ଘର କିଣିବା ଲାଗି ଆଗ୍ରହ ପ୍ରକାଶ କରିବେ । ମହିଳା ମାନେ ନୂଆ ଜିନିଷ କିଣିବା ପାଇଁ ଆଗ୍ରହ ପ୍ରକାଶ କରିବେ । ମୂଲ୍ୟବାନ୍ ଜିନିଷ ହଜି ଯିବାର ସମ୍ଭାବନା ରହିଛି

ପ୍ରତିକାର –ପର୍ଶୁରାମଙ୍କର ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :