• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Scorpio

ବିଛା

Monday 02 Sep 2024

ବିଶାଖା – ନିଜ ଲୋକଙ୍କ ପରୋକ୍ଷ ଶତୃତା ହେତୁ ଭାବପ୍ରବଣତା ବୃଦ୍ଦି ପାଇବ । ସରକାରୀ ସ୍ତରରୁ ଆଶା କରୁଥିବା ଶୁଭ ଖବର ପାଇ ଉଲ୍ଲସିତ ହେବେ । ଶିଳ୍ପ କ୍ଷେତ୍ରରେ ଉତ୍ପାଦନ ସୀମିତ ରହିବ ।

ଅନୁରାଧା – ସାମାଜିକ ସ୍ତରରେ ସମ୍ମାନୀୟ ବ୍ୟକ୍ତି ସହୟତା କରିବେ । ପରିବାର ମଧ୍ୟରେ ନିଜର ମନୋଭାବକୁ ପ୍ରକାଶ କରନ୍ତୁ ନାହିଁ । ଶିକ୍ଷାର୍ଥୀ ମାନେ ଶିକ୍ଷାରେ ଏକାଗ୍ରତା ରକ୍ଷା କରିବେ

ଜ୍ୟେଷ୍ଠା – ଜମିଜମା କ୍ରୟ ବିକ୍ରୟ କିମ୍ବା ନୂତନ ବାଣିଜ୍ୟାରମ୍ଭ ପାଇଁ ମନ ବଳାଇବେ । ମହିଳା ମାନେ ପୁରୁଣା ବନ୍ଧୁଙ୍କ ସହ ସମୟ ବିତାଇବେ । ସେବାସମ୍ବନ୍ଧ କ୍ଷେତ୍ରରେ ଉଚ୍ଚ ଭୂମିକା ଗ୍ରହଣ କରିବେ 

ପ୍ରତିକାର – ନୃସିଂହଙ୍କ ପୂଜା ସହିତ ମନ୍ତ୍ର ଜପ କରନ୍ତୁ

ଶୁଭ ରଙ୍ଗ :ଲାଲ୍

ଶୁଭ ସଂଖ୍ୟା :