• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Sagittarius

ଧନୁ

Monday 02 Sep 2024

ମୂଳା- ପରିବହନ ଓ ଖାଦ୍ୟ ପଦାର୍ଥକୁ ନେଇ ବ୍ୟବସାୟରେ ନିଜ ଆଶାନୁରୂପକ ବ୍ୟବସାୟ କରିବେ । ଗଣ ମାଧ୍ୟମ ପ୍ରତିନିଧି ପାଇଁ ଦିନଟା ବ୍ୟସ୍ତତାରେ କଟିବ । ଶିଶୁ ସମ୍ବନ୍ଧୀୟ ସମସ୍ତ ଚିନ୍ତାରୁ ମୁକ୍ତ ହେବେ ।

ପୂ,ଷାଢା- ପ୍ରତିଯୋଗୀ ବ୍ୟପାରିଙ୍କ ତୃଟି ପାଇଁ ଆପଣ ଲାଭବାନ ହେବେ । ପରିବାରକୁ ଏକଜୁଟ ରଖିବା ପାଇଁ ସଫଳ ହେବେ । ନୂତନ ପ୍ରେମ ସମ୍ପର୍କରେ ଆବଦ୍ଧ ହୋଇପାରନ୍ତି । ଶିକ୍ଷା କ୍ଷେତ୍ରରେ ସରକାରୀ ପ୍ରୋତ୍ସାହନ ମିଳିପାରେ

ଉ,ଷାଢା- ପୂଜା ପାଠରେ ଅଧିକ ସମୟ ବିତାଇବେ । ଆର୍ଥିକ କ୍ଷେତ୍ରରେ ଅଭିବୃଦ୍ଧି ଆଣିବା ସହିତ କିଛି ଅର୍ଥ ସଞ୍ଚୟ କରି ପାରନ୍ତି । ନୂଆ ଗୃହ ନିର୍ମାଣ କରି ଘରକୁ ଅଧିକ ଆକର୍ଷଣ କରିବେ । ଜମିଜମା କ୍ଷେତ୍ରରେ ନୂତନ ଚୁକ୍ତିପତ୍ର ସ୍ୱାକ୍ଷର କରିପାରନ୍ତି

ପ୍ରତିକାର – କିଛି ଦକ୍ଷିଣା ମନ୍ଦିରରେ ଦାନ କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :