• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 2nd September 2024: ଏହି ରାଶିର ବ୍ୟକ୍ତିଙ୍କର ଆଜି ପ୍ରେମ ଜୀବନରେ ଉତମ ବୁଝାବଣା ରହିବ

ସୌର ସିଂହ ମାସ ଭାଦ୍ରବ କୃଷ୍ଣପକ୍ଷ । ଇଂରାଜୀରେ ୦୨ ତାରିଖ ସୋମବାର,ଚନ୍ଦ୍ର- ସିଂହ ଅହୋରାତ୍ର,ତିଥି- ଅମାବାସ୍ୟା ଅହୋରାତ୍ର,ଘାତଚନ୍ଦ୍ର- କର୍କଟ ଓ ମକର ରାଶିର ଅହୋରାତ୍ର ,ଘାତବାର- ମିଥୁନ ରାଶିର,ପୁଷ୍କର ଦୋଷ- ନାସ୍ତି

Capricorn

ମକର

Monday 02 Sep 2024

ଉ , ଷାଢା – ମାନସିକ ଅସି୍ଥରତାକୁ ବୃଦ୍ଧି କରିବାରେ ବନ୍ଧୁଙ୍କ ପରୋକ୍ଷ କାର‌୍ୟ୍ୟାବଳୀ ଅନନ୍ୟ କାରଣ ହୋଇପାରେ । ପରିବାରରେ ସନ୍ତାନଙ୍କ କୃତି ଓ କୃତିତ୍ୱରେ ଖୁସି ହୋଇପାରନ୍ତି ।

ଶ୍ରବଣା – ଅଫିସ୍ରେ ସ୍ଥଗିତ କାମ ପାଇଁ ଉପରିସ୍ଥ କର୍ମଚାରୀ କଡା କଥା କହିପାରନ୍ତି । ଆନୁଷ୍ଠାନିକ କାର‌୍ୟ୍ୟ ସକାଶେ ପ୍ରସ୍ତୁତିପୂର୍ବ ଜୋରଦାର କରିପାରନ୍ତି ।

ଧନିଷ୍ଠା –ବ୍ୟବସାୟରେ ଆଶା ଅନୂରୂପ ଫଳ ପାଇବେ । ଗୃହସୀମା ପାଇଁ ସାମାନ୍ୟ ଝଗଡା ସୃଷ୍ଟି ହୋଇପାରେ । ମହିଳା ମାନେ ଦାୟିତ୍ୱବାନ୍ ରହିବେ ।

ପ୍ରତିକାର – ମା ଶାରଳାଙ୍କ ଆରଧନା କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :