• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Taurus

ବୃଷ

Tuesday 30 Jan 2024

କୃତିକା- ଆଗରୁ ଭୋଗୁଥିବା ଶାରୀରିକ ସମସ୍ୟାର ଉନ୍ନତି ହେବ । ବ୍ୟବସାୟରେ ତିଷ୍ଟି ରହିଲେ ମଧ୍ୟ ଆଶାନୁରୂପକ ଲାଭ ନାହିଁ । ପାରିବାରିକ ଜୀବନରେ ଖର୍ଚ୍ଚର ପରିମାଣ ବଢିବ ।

ରୋହିଣୀ- ପାରିବାରିକ ଜୀବନରେ କେତେକ ବ୍ୟତିକ୍ରମ ରହିଥିଲେ ମଧ୍ୟ ବିଶେଷ କିଛି ଅସୁବିଧା ହେବ ନାହିଁ । ଚାକିରିକ୍ଷେତ୍ରରେ ଅପବାଦ ସହିବାକୁ ପଡ଼ିବ । ପିଲାମାନେ ଅପଯଶ ପାଇପାରନ୍ତି ।

ମୃଗଶିରା- ଭଲ ସମ୍ପର୍କ ନ ଥିବା ଲୋକମାନେ ଅପପ୍ରଚାର କରିପାରନ୍ତି । ରାଜନୀତିରେ ସହାନୁଭୂତି ମିଳିବ । ମହିଳା ମାନେ ଦାମ୍ପତ୍ୟ ସୌଖ ଉପଭୋଗ କରିବେ ।

ପ୍ରତିକାର- ଶୁକ୍ରଙ୍କର ଗାୟତ୍ରି ମନ୍ତ୍ର ପାଠ କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :