• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Aquarius

କୁମ୍ଭ

Tuesday 30 Jan 2024

ଧନିଷ୍ଠା- ରୋଗ ପୀଡା ପାଇଁ ଚିନ୍ତାରେ ରହିବେ । ବ୍ୟବସାୟରେ କ୍ଷତିରେ ପଡ଼ିପାରନ୍ତି । ଘରକାମରେ ଭାଇ-ଭଉଣୀ ମାନେ ସହଯୋଗ କରିବେ ।

ଶତଭିଷା- କର୍ମାରମ୍ଭରେ ଉତ୍ସାହିତ ହେବେ ଓ ସଫଳତା ହାସଲ କରିବେ । ଧର୍ମାନୁଷ୍ଟାନରେ କାମ କରିବାର ସୁଯୋଗ ପାଇବେ । ରାଜନୀତିରେ ଶତ୍ରୁଙ୍କ ସଖ୍ୟା ବଢିବ ।

ପୂ,ଭାଦ୍ରପଦ- ବିବାଦୀୟ ଘଟଣାରେ ଆପୋସ ଆଲୋଚନା ଦ୍ୱାରା ସମସ୍ୟାର ସମାଧାନ ହୋଇଯିବ । ରାଜନୀତିରେ ପଦବୀ ପ୍ରାପ୍ତ ହୋଇପାରେ । ମହିଳାମାନେ ବନ୍ଧୁଙ୍କ ସହିତ ସମୟ କଟିବେ ।

ପ୍ରତିକାର- ନୀଳ ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ନୀଳ

ଶୁଭ ସଂଖ୍ୟା :