• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Pisces

ମୀନ

Tuesday 30 Jan 2024

ପୂ,ଭାଦ୍ରପଦ- ପାରିବାରିକ ସମସ୍ୟାକୁ ସମାଧାନ କରିବା ସକାଶେ ଚେଷ୍ଟିତ ହେବେ । ଯାନବାହନ ଚାଳନାରେ ସତର୍କତା ଅବଲମ୍ବନ କରନ୍ତୁ । ବ୍ୟବସାୟରେ ଆୟ ବ୍ୟୟ ସମାନ ରହିବ ।

ଉ,ଭାଦ୍ରପଦ- ପତ୍ନୀଙ୍କ ସହ ମନୋମାଳିନ୍ୟ ଦେଖାଦେଇପାରେ । ଅଫିସରେ ଉଚ୍ଚବର୍ଗର ବ୍ୟକ୍ତିବିଶେଷଙ୍କ ଦ୍ୱାରା ସହଯୋଗ ପାଇବେ । ଶିକ୍ଷାର୍ଥୀ ମାନେ ପଢାରେ ଚିନ୍ତିତ ରହିବେ ।

ରେବତୀ- ପରିସ୍ଥିତିବଶତଃ ନିକଟ ସମ୍ପର୍କୀୟଙ୍କ ସକାଶେ ବ୍ୟୟ କରିବାକୁ ବାଧ୍ୟ ହେବେ । କୋର୍ଟର ରାୟ ଡେରି ହୋଇପାରେ । ମହିଳାମାନଙ୍କ ଦିନ ଭଲରେ କଟିବ ।

ପ୍ରତିକାର- ଶ୍ରୀ କୃଷ୍ଣଙ୍କର ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ହଳଦିଆ

ଶୁଭ ସଂଖ୍ୟା :