• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Gemini

ମିଥୁନ

Tuesday 30 Jan 2024

ମୃଗଶିରା- ସ୍ୱାସ୍ଥ୍ୟ ଭଲ ରହିବ । ଯେଉଁ କାମ କରିବେ ସେଥିରେ ସଫଳତା ହାସଲ କରିବେ । ଦାମ୍ପତି ଜୀବନ ପ୍ରେମପୂର୍ବକ ବିତିବ

ଆଦ୍ରା- କର୍ମକ୍ଷେତ୍ରରେ ଯେଉଁ କାର୍ଯ୍ୟ ହାତକୁ ନେବେ ସେଥିରେ ବିଫଳ ହେବେ । ପ୍ରତ୍ୟେକ କ୍ଷେତ୍ରରେ ଧୈର୍ଯ୍ୟହରା ନ ହୋଇ କାର୍ଯ୍ୟ କଲେ ଉପକୃତ ହେବେ । ପିଲାମାନେ ରୋଗାକ୍ରାନ୍ତ ହେବେ ।

ପୁନର୍ବସୁ- ମାଲିମକଦ୍ଦମାରେ ସାମାନ୍ୟ ଅଶାନ୍ତି ଆସିପାରେ । ବନ୍ଧୁମାନଙ୍କ ସହଯୋଗ ହେତୁ ସଫଳତା ହାସଲ କରିବେ । ମହିଳା ମାନେ ଧର୍ମପାରାୟଣ ରହିବେ ।

ପ୍ରତିକାର- ସକାଳୁ ଛୋଟ ପିଲାଙ୍କୁ କିଛି ପିଜୁଳି ଖାଇବାକୁ ଦିଅନ୍ତୁ ।

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :