• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Cancer

କର୍କଟ

Tuesday 30 Jan 2024

ପୁନର୍ବସୁ- ବନ୍ଧୁଗହଣରେ ଦର୍ଶନୀୟ ସ୍ଥାନ ଭ୍ରମଣ କରିପାରନ୍ତି । ଚାକିରି କ୍ଷେତ୍ରରେ କିଛି ସମସ୍ୟା ଦେଖାଦେବ । ଖାଦ୍ୟ, ପ୍ରତି ସଜାଗ ରୁହନ୍ତୁ ।

ପୁଷ୍ୟା- ଗୁରୁତ୍ୱପୂର୍ଣ୍ଣ ନିଷ୍ପତ୍ତି ନେବା ପୂର୍ବରୁ ପରିବାର ସହ ଆଲୋଚନା କରିବା ଭଲ ହେବ । ରାଜନୀତିରେ ସତର୍କ ରହି କାର୍ଯ୍ୟ କରନ୍ତୁ । ଚାକିରିରେ ଅଧିକ ପରିଶ୍ରମ କରିବାକୁ ପଡିବ ।

ଅଶ୍ଲେଷା- ସଭାସମିତିରେ ସୀମା ଭିତରେ ରହିବା ଭଲ ନତବା ସାଧାରଣ କଥାରେ ମଧ୍ୟ ସମସ୍ୟା ଆସିବ । ଭୂମି ସମନ୍ଧୀୟ ବିବାଦ ସୃଷ୍ଟି ହୋଇପାରେ । ମହିଳା ମାନେ ଦର୍ଶନାଭିଳାଷୀ ହେବେ ।

ପ୍ରତିକାର- ଧଳା ରଙ୍ଗର ପୋଷାକ ବ୍ୟବହାର କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :