• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Leo

ସିଂହ

Tuesday 30 Jan 2024

ମଘା- ସ୍ୱାସ୍ଥ୍ୟରେ ଅବନ୍ନତି ଘଟିପାରେ । କର୍ମକ୍ଷେତ୍ରରେ ବିଫଳତା ଦେଖା ଦେଇପାରେ । ହଠାତ କୌଣସି ଖୁସି ଖବର ପାଇବେ ।

ପୂ,ଫାଲଗୁନି- ବୈବାହିକ କର୍ମ ସକାଶେ ପୁତ୍ରକନ୍ୟାଙ୍କ ହେତୁକ କେତେକ ସମସ୍ୟାକୁ ନେଇ ଚିନ୍ତିତ ହେବେ । ଅର୍ଜିତ ଧନ ଓ ମାନ ହରାଇବେ । ପିଲାମାନେ ସାଧାରଣ ଭାବେ ଉନ୍ନତି କରିବେ ।

ଉ,ଫାଲଗୁନି- କଳା, ସାହିତ୍ୟ ଓ ସଙ୍ଗୀତ କ୍ଷେତ୍ରରେ ସଫଳତା ଅର୍ଜନ କରିବେ । ଭୂ- ସମ୍ପତ୍ତିରେ ଭାବିଚିନ୍ତି ପଇସା ନିବେଶ କରନ୍ତୁ । ମହିଳାମାନେ ସନ୍ତାନଙ୍କ ଚିନ୍ତାରେ ରହିବେ ।

ପ୍ରତିକାର- ବିଷ୍ଣୁଙ୍କୁ ଲାଲ ମନ୍ଦାର ଦେଇ ଦିନଟି ଆରମ୍ଭ କରନ୍ତୁ

ଶୁଭ ରଙ୍ଗ :ନାରଙ୍ଗୀ

ଶୁଭ ସଂଖ୍ୟା :