• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Virgo

କନ୍ୟା

Tuesday 30 Jan 2024

ଉ,ଫଲଗୁନି- ଶାରୀରିକ ଅସୁସ୍ଥତା ଓ ଧନ ବ୍ୟୟର ସୂଚନା ମିଳିବ । ପିଲାମାନେ ମଧ୍ୟମ ଧରଣର ଫଳ ପାଇବେ । କାମରେ ଭଲ ପ୍ରଦର୍ଶନ ପାଇଁ କିଛି ନୂଆ କରିବେ ।

ହସ୍ତା- କଥନଶୈଳୀକୁ ପରିବର୍ତ୍ତନ କରିପାରନ୍ତି । ବ୍ୟବସାୟରେ ଆୟ ବୃଦ୍ଧି କରିବେ । ପିଲାମାନେ କୃତିତ୍ୱ ଅର୍ଜନ କରିବେ ।

ଚିତ୍ରା- କୌଣସି ଘଟଣାରେ ସପୃକ୍ତ ହୋଇପାରନ୍ତି । ମହିଳା ମାନେ କୈାଣସି ଅଜଣା ବିପଦରେ ପଡିପାରନ୍ତି । ନୂତନ ଯାନବାହନ କିମ୍ବା ଗୃହୋପକରଣ କିଣିବାକୁ ମନ ବଳାଇ ପାରନ୍ତି ।

ପ୍ରତିକାର- ମିଠା ଖାଇ ଘରୁ ବାହରନ୍ତୁ

ଶୁଭ ରଙ୍ଗ :ସବୁଜ

ଶୁଭ ସଂଖ୍ୟା :