• Facebook
  • Twitter
  • Instagram
  • LinkedIn
  • Youtube
  • Telegram
  • Koo
  • Read in English

Daily Horoscope 30 Jan 2024: ଏହି ରାଶିର ବ୍ୟକ୍ତିଙ୍କ ପ୍ରେମ ସମ୍ପର୍କ ମଧୁର ରହିବ

ସୌର ମକରମାସ ମାଘ କୃଷ୍ଣପକ୍ଷ । ଇଂରାଜୀ ୩୦ ତାରିଖ ମଙ୍ଗଳବାର । ଚନ୍ଦ୍ର- କନ୍ୟା ଅହୋରାତ୍ର । ତିଥି- ୪ର୍ଥୀ ଦିବା ୦୮.୫୪ ଗତେ ୫ମୀ । ଘାତଚନ୍ଦ୍ର- ବୃଷ ରାଶିର ଅହୋରାତ୍ର । ଘାତବାର- ମକର ରାଶିର । ପୁଷ୍କର ଦୋଷ- ୨ ପାଦ-କୃଷି ଓ ବଂଶହାନି-ଭୂମି ଓ ତିଳକାଞ୍ଚନ ଦାନ ରାତ୍ରି ୧୦.୦୫ ଗତେ ୧ପାଦ-କୃଷିହାନୀ-ଭୂମିଦାନ ।

Libra

ତୁଳା

Tuesday 30 Jan 2024

ଚିତ୍ରା- ଆପଣଙ୍କ ସମ୍ମାନରେ ଆଞ୍ଚ ଆସିପାରେ । ଆୟ ବଢ଼ିବାରେ ବାଧା ଉପୁଜିବ । ଭାତୃ ମଧ୍ୟରେ ମନ ମାଳିନ୍ୟ ହୋଇପାରେ । ବାଣିଜ୍ୟ, ବ୍ୟବସାୟ, ନିର୍ମାଣ, କ୍ଷେତ୍ରରେ ଆଶାନୁରୂପ ଫଳ ପାଇବେ ।

ସ୍ୱାତୀ- ଛାତ୍ରଛାତ୍ରୀମାନେ ପଢ଼ାରେ ଏକାଗ୍ରତା ରକ୍ଷା କରି କୃତକାର୍ଯ୍ୟ କରିବେ । ରାଜନୀତିରେ ବଡ଼ ଦାୟିତ୍ୱ ତୁଲାଇବେ । ରହିଯାଇଥିବା କାମକୁ ଶେଷ କରିବା ସକାଶେ ଚିନ୍ତା କରିପାରନ୍ତି।

ବିଶାଖା- ଜମି ମାମଲା ତୁଟି ଯିବ । ମହିଳା ମାନେ ସୁଗୁଣ ହେବେ । କ୍ରୀଡ଼ା, ସଙ୍ଗୀତ ପ୍ରତିଯୋଗିତାରେ ସଫଳତା ଯୋଗୁ ମନ ଖୁସି ରହିବ।

ପ୍ରତିକାର- ପର୍ଶୁରାମ ଫଟକୁ ପୂଜାର୍ଚ୍ଚନା କରନ୍ତୁ

ଶୁଭ ରଙ୍ଗ :ଧଳା

ଶୁଭ ସଂଖ୍ୟା :